ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର।

ବ୍ରହ୍ମପୁର କପିଲ୍ ପାଢ଼ୀ ୦୨/୦୨ ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସମେତ…